ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 5:18