ଓଡ଼ିଆ ବାଇବଲ ୱେବସାଇଟ୍‌କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ

ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍‌ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍‌ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.

ଲୂକ ସୂସମାଚାର, ଆଦର୍ଶ ମନୁଷ୍ୟ ପ୍ରକାଶ  ପାଇଲା!

Verse of the day

ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।

ମାଥିଉ ଲିଖିତ ସୁସମାଚାର 10:38

ଓଡ଼ିଆ ବାଇବଲ ୱେବସାଇଟ୍‌ରେ ପରିଦର୍ଶନ କରିଥିବାରୁ ଆପଣଙ୍କୁ ବିଶେଷ ଧନ୍ୟବାଦ!

Your encouragement is valuable to us

Your stories help make websites like this possible.