ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।
1 Timothy 2:5