ଓଡ଼ିଆ ବାଇବଲ ୱେବସାଇଟ୍‌କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ

ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍‌ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍‌ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.

ଲୂକ ସୂସମାଚାର, ଆଦର୍ଶ ମନୁଷ୍ୟ ପ୍ରକାଶ  ପାଇଲା!

Verse of the day

ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ। ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:32

ଓଡ଼ିଆ ବାଇବଲ ୱେବସାଇଟ୍‌ରେ ପରିଦର୍ଶନ କରିଥିବାରୁ ଆପଣଙ୍କୁ ବିଶେଷ ଧନ୍ୟବାଦ!